ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସିଏମଓର ମୁଖ୍ୟ ଉପଦେଷ୍ଟା ହେଲେ ସୁରେଶ ମହାପାତ୍ର

0

ଭୁବନେଶ୍ୱର:  ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ । ସିଏମଓର ମୁଖ୍ୟ ଉପଦେଷ୍ଟା ହେଲେ ସୁରେଶ ମହାପାତ୍ର । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ନୂଆ ଦାୟିତ୍ୱ ମିଳିବା ପରେ ସୁରେଶ ମହାପାତ୍ରଙ୍କୁ ଓଇଆରସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ।

ସିଏମଓର ମୁଖ୍ୟ ଉପଦେଷ୍ଟା ପଦରୁ ଓହରିଛନ୍ତି ଆର.ବାଲକ୍ରିଷ୍ଣନ୍ । ସ୍ପେଶାଲ୍ ଇନିସିଏଟିଭ୍ ରହିବେ ଆର.ବାଲକ୍ରିଷ୍ଣନ୍ । ବାଲକ୍ରିଷ୍ଣନ ସ୍ୱତନ୍ତ୍ର ଇନିସିଏଟିଭର ମୁଖ୍ୟ ଉପଦେଷ୍ଟା ଭାବେ କାର୍ଯ୍ୟ କରିବେ। ତେବେ ପୂର୍ବପରି ତାଙ୍କର ମୁଖ୍ୟ ଶାସନ ସଚିବ ପାହ୍ୟା ଜାରି ରହିବ ବୋଲି ସୂଚନା ମିଳିଛି। ସେହିପରି ପ୍ରମୁଖ ଉପଦେଷ୍ଟା ପଦରୁ ଇସ୍ତଫା ଦେଲେ ଅସିତ ତ୍ରିପାଠୀ । ଡବ୍ଲୁଓଡିସି ଅଧ୍ୟକ୍ଷ ଦାୟିତ୍ୱ ତୁଲାଇବା ଅସିତ ତ୍ରିପାଠୀ ।

Leave A Reply

Your email address will not be published.