ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

0

ଭୁବନେଶ୍ବର: ବୌଦ୍ଧ ଜିଲ୍ଲା ପାଇଁ ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି।  

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ବୌଦ୍ଧ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି  ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହାଦ୍ବାରା ବୌଦ୍ଧ ଜିଲ୍ଲାର ଜନସାଧାରଣ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ  ଏହା ବିଶେଷ ସହାୟକ ହେବ।

Leave A Reply

Your email address will not be published.