ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଜମ୍ମୁକାଶ୍ମୀରରେ ଆତଙ୍କବାଦୀ-ସେନା ମୁହାଁମୁହିଁ

0

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଜୌରୀ ଅନନ୍ତନାଗ ସେକ୍ଟରରେ ଆତଙ୍କବାଦୀ-ସୁରକ୍ଷା ବଳ ମଧ୍ୟରେ ଚାଲିଛି ଗୁଳି ବିନିମୟ। ଏଥିରେ ଭାରତୀୟ ସେନାର ଜଣେ ମେଜର୍‌ ଓ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି। ସେହିପରି ସେନା ଗୁଳିରେ ଜଣେ ଆତଙ୍କବାଦୀ ମଧ୍ୟ ନିହତ ହୋଇଥିବା ସୂଚନା ମିଳିଛି। ଆତଙ୍କୀଙ୍କୁ ନିପାତ ପାଇଁ ଭାରତୀୟ ସେନା ପକ୍ଷରୁ ଜୋରଦାର କରାଯାଇଛି ସର୍ଚ୍ଚ ଅପରେସନ ।

ସୂଚନାଯୋଗ୍ୟ, ରଜୌରୀ ଅଂଚଳରେ କିଛି ଆତଙ୍କୀ ଲୁଚି ରହିଥିବା ପରେ ଖବର ପାଇବା ପରେ ସେନା ପକ୍ଷରୁ ଆତଙ୍କୀ ଆଡ୍ଡା ଉପରକୁ ଗୁଳିମାଡ କରାଯାଇଥିଲା । ଆତଙ୍କୀଙ୍କ ସହ ଗୁଳି ବିନିମୟରେ ୩ ଭାରତୀୟ ଯବାନ ଶହୀଦ ହୋଇଛନ୍ତି । ଧରାମସାଲର ବାଜିମାଲ ଅଚଳରେ ଭାରତୀୟ ସେନା ଓ ଜମ୍ମୁ ପୋଲିସ ପକ୍ଷରୁ ମିଳିତ ଅପରେସନ ଜାରି ରହିଛି । ଏହା ପୂର୍ବରୁ ଗତ ୧୮ତାରିଖରେ ରଜୌରୀ ଅଂଚଳରେ ସର୍ଚ୍ଚ ଅପରେସନରେ ଭାରତୀୟ ଯବାନ ୫ଆତଙ୍କୀଙ୍କୁ ନିପାତ କରିଥିଲେ ।

Leave A Reply

Your email address will not be published.