ପ୍ରମୁଖ ଖବର

ପିକନିକ୍ ପାଇଁ ମାର୍ଗଦର୍ଶିକା ଜାରି କଲା ପରିବହନ ବିଭାଗ
ନୂଆବର୍ଷ ଭିଡକୁ ଦୃଷ୍ଟିରେ ରଖି ପୁରୀରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା
ଭୁବନେଶ୍ବର ବିମାନବନ୍ଦରରୁ ୪ କୋଟି ଟଙ୍କାର ମରିଜୁଆନା ଜବତ
ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ମୃତ

ଦିନକ ପାଇଁ ବଢ଼ିଲା କଟକ ବାଲିଯାତ୍ରା

0

କଟକ: ଦିନକ ପାଇଁ ବଢ଼ିଲା କଟକ ବାଲିଯାତ୍ରା। ଲୋକଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଆଜି ଐତିହାସିକ ବାଲିଯାତ୍ରାର ଶେଷ ଦିନ ଥିଲା।

ସୂଚନା ଅନୁସାରେ, କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା କଟକର ଐତିହାସିକ ବାଲିଯାତ୍ରା ଆଜି ଶେଷ ହେବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ସାଧାରଣ ଲୋକଙ୍କ ଉତ୍ସାହ ଓ ଆଗ୍ରହକୁ ଦୃଷ୍ଟିରେ ରଖି ବାଲିଯାତ୍ରା ଅବଧିକୁ ଆଉ ଗୋଟିଏ ଦିନ ବଢ଼ାଇବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.