ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆଉ ୫ବର୍ଷ ବଢ଼ିଲା ଖାଦ୍ୟ ସୁରକ୍ଷା ଯୋଜନାର ଅବଧି

0

ଭୁବନେଶ୍ବର: ରାଜ୍ୟ ସରକାର ନିଜସ୍ୱ ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ଆଜି ଆଉ ୫ବର୍ଷ ବୃଦ୍ଧି କରିଛନ୍ତି। ଏ ବାବଦରେ ରାଜ୍ୟ ସରକାର ୧୨୫୦କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୪ ଜାନୁୟାରୀ ୧ରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ରାଜ୍ୟ ସରକାରଙ୍କ ଏହି ନିଜସ୍ୱ ଯୋଜନାରେ ୧୦ଲକ୍ଷ ହିତାଧିକାରୀ ମାସକୁ ମୁଣ୍ଡପିଛା ୫କିଲୋ ଲେଖାଏଁ ମାଗଣା ଚାଉଳ ପାଇବେ।

Leave A Reply

Your email address will not be published.