ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଅରୁଣ ଷଢ଼ଙ୍ଗୀଙ୍କୁ ଡିଜିପି ଦାୟିତ୍ବ

0

ଭୁବନେଶ୍ବର: ୧୯୯୦ ବ୍ୟାଚ୍ ର ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶାର ପୁଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି । ଆଜି ତାଙ୍କୁ ରାଜ୍ୟ ସରକାର ପୁଲିସ୍‌ ମହାନିର୍ଦ୍ଦେଶ ଭାବେ ନିଯୁକ୍ତି ଦେଇଛନ୍ତି। ସେ ଏହି ପଦର ଅତିରିକ୍ତ ଦାୟିତ୍ୱରେ ରହିବେ। ନୂଆ ଡିଜିପି ନିଯୁକ୍ତ ହେବା ଯାଏ ସେ ଏହି ପଦର ଦାୟିତ୍ୱରେ ରହିବେ ବୋଲି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି। ଶ୍ରୀ ଷଢ଼ଙ୍ଗୀ ଏବେ ବିଜୁ ପଟ୍ଟନାୟକ ପୁଲିସ ତାଲିମ କେନ୍ଦ୍ରରେ ସ୍ବତନ୍ତ୍ର ଡିଜି ପାହ୍ୟାରେନିର୍ଦ୍ଦେଶକ ଦାୟିତ୍ବ ତୁଲାଉଛନ୍ତି।

ଉଲ୍ଲେଖଯୋଗ୍ୟ, ବର୍ତ୍ତମାନର ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲଙ୍କ କାର୍ଯ୍ୟକାଳ ଡିସେମ୍ବର ୩୧ ରେ ଶେଷ ହେଉଛି।

Leave A Reply

Your email address will not be published.