ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଅରୁଣ ଷଢ଼ଙ୍ଗୀଙ୍କୁ ଡିଜିପି ଦାୟିତ୍ବ

0

ଭୁବନେଶ୍ବର: ୧୯୯୦ ବ୍ୟାଚ୍ ର ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶାର ପୁଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି । ଆଜି ତାଙ୍କୁ ରାଜ୍ୟ ସରକାର ପୁଲିସ୍‌ ମହାନିର୍ଦ୍ଦେଶ ଭାବେ ନିଯୁକ୍ତି ଦେଇଛନ୍ତି। ସେ ଏହି ପଦର ଅତିରିକ୍ତ ଦାୟିତ୍ୱରେ ରହିବେ। ନୂଆ ଡିଜିପି ନିଯୁକ୍ତ ହେବା ଯାଏ ସେ ଏହି ପଦର ଦାୟିତ୍ୱରେ ରହିବେ ବୋଲି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି। ଶ୍ରୀ ଷଢ଼ଙ୍ଗୀ ଏବେ ବିଜୁ ପଟ୍ଟନାୟକ ପୁଲିସ ତାଲିମ କେନ୍ଦ୍ରରେ ସ୍ବତନ୍ତ୍ର ଡିଜି ପାହ୍ୟାରେନିର୍ଦ୍ଦେଶକ ଦାୟିତ୍ବ ତୁଲାଉଛନ୍ତି।

ଉଲ୍ଲେଖଯୋଗ୍ୟ, ବର୍ତ୍ତମାନର ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲଙ୍କ କାର୍ଯ୍ୟକାଳ ଡିସେମ୍ବର ୩୧ ରେ ଶେଷ ହେଉଛି।

Leave A Reply

Your email address will not be published.