ପ୍ରମୁଖ ଖବର

ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍‌
ପୋଷ୍ଟ-ଗ୍ରାଜୁଏଟ୍‌ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍‌, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା

ମଦ୍ୟପ ଆକ୍ରମଣରେ ୫ ଛାତ୍ର ଆହତ

0

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ବଙ୍କେଲ ସରକାରୀ ପ୍ରାଥମିକ ସ୍କୁଲ ପରିସରରେ ଘଟିଛି ଅଘଟଣ। ଜଣେ ମଦ୍ୟପ ସ୍କୁଲ ମଧ୍ୟକୁ ପଶି ଆକ୍ରମଣ କରିବା ଯୋଗୁ ୫ ଜଣ ଛାତ୍ର ଆହତ ହୋଇଛନ୍ତି। ଟିଟିଲାଗଡ଼ ଡାକ୍ତରଖାନାରେ ସେମାନଙ୍କର ଚିକିତ୍ସା କରାଯାଇଛି।

ବିଦ୍ୟାଳୟର ସହକାରୀ ଶିକ୍ଷକଙ୍କ ସୂଚନା ଅନୁଯାୟୀ, ଛାତ୍ରଛାତ୍ରୀମାନେ ମଧ୍ୟାହ୍ନ ଭୋଜନ କରିବା ସମୟରେ ଉକ୍ତ ମଦ୍ୟପ ଜଣଙ୍କ ସ୍କୁଲ ପରିସରକୁ ପଶି ଆସିଥିଲା ଏବଂ ସେ ଏକ ବାଡ଼ିରେ ପିଲାମାନଙ୍କୁ ଆକ୍ରମଣ କରିଥିଲା। ସେ ୧୫ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିଲା। ସେମାନଙ୍କ ମଧ୍ୟରୁ ୫ ଜଣ ଛାତ୍ର ଆହତ ହୋଇଛନ୍ତି।

Leave A Reply

Your email address will not be published.