ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

କାନାଡାରେ ବିମାନ ଦୁର୍ଘଟଣାଗ୍ରସ୍ତ, ୬ ଜଣଙ୍କର ମୃତ୍ୟୁ

0

କାନାଡା: କାନାଡାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ୬ ଜଣଙ୍କର ପ୍ରାଣହାନୀ ହୋଇଛି। କାନାଡାର ଉତ୍ତର ପଶ୍ଚିମାଞ୍ଚଳ ଫୋର୍ଟସ୍ମିଥ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଥିବା ସୂଚନା ମିଳିଛି।

ବିମାନରେ ମୋଟ୍ ୭ ଜଣ ଥିଲେ। ୬ଜଣଙ୍କର ଦୁର୍ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ତେବେ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାର କାରଣ ଜଣା ପଡିନାହିଁ। ଘଟଣାର ତଦନ୍ତ ଲାଗି ଏକ ଟିମ୍ ଗଠନ କରାଯାଇଛି। କାନାଡାର ଟ୍ରାନ୍ସପୋଟେସନ ସେଫଟି ବୋର୍ଡ ଏହି ତଦନ୍ତ କମିଟି ଗଠନ କରି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.