ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଋଷ ବିମାନ ଦୁର୍ଘଟଣାଗ୍ରସ୍ତ

0

କିଭ୍: ୟୁକ୍ରେନ ସୀମାରେ ଋଷର ଇଲିସୁନି-୭୬ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣା ନେଇ ଋଷ ପ୍ରତିରକ୍ଷା ମନ୍ତ୍ରାଳୟ ସୂଚନା ଦେଇଛି । ୟୁକ୍ରେନୀୟ ବନ୍ଦୀଙ୍କୁ ନେଇ ବିମାନଟି ଯାଉଥିବାବେଳେ ଦୁର୍ଘଟଣାର ଶିକାର ହୋଇଛି । ବନ୍ଦୀ ବଦଳ ପ୍ରକ୍ରିୟାରେ ବନ୍ଦୀଙ୍କୁ ନେଇ ବିମାନଟି ଯାଉଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା । ବିମାନରେ ୬ ଯାତ୍ରୀ ଓ ୩ ନାଗରିକଙ୍କ ସମେତ ୬୫ ଜଣ ଥିଲେ । ଦୁର୍ଘଟଣାର କାରଣ ଅସ୍ପଷ୍ଟ ଥିବାବେଳେ ମୃତାହତଙ୍କ ସମ୍ପର୍କରେ ସୂଚନା ମିଳିନି ।

ଋଷ ରକ୍ଷା ମନ୍ତ୍ରାଳୟର କହିବା ମୁତାବକ, ବିମାନରେ ୬୫ ଜଣ ସୈନିକଙ୍କ ସମେତ ମୋଟ ୭୪ ଜଣ ଥିଲେ। ୟୁକ୍ରେନ୍‌ର ଏହି କଏଦ ସୈନିକମାନଙ୍କୁ ଏକ୍ସଚେଞ୍ଜ ପାଇଁ ବବେଲଗ୍ରୁଡ ଅଞ୍ଚଳକୁ ବମାନ ଯୋଗେ ପଠାଯାଉଥିଲା। ତାଙ୍କ ସହ ବିମାନରେ ୬ଜଣ କ୍ରୁ ସଦସ୍ୟ ଓ ତିନି ଜଣ ଏସ୍କର୍ଟ ମଧ୍ୟ ସାମିଲ ଥିଲେ।ତେବେ ଦୁର୍ଘଟଣାରେ ସମସ୍ତଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି।

Leave A Reply

Your email address will not be published.