ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମିନାକ୍ଷୀ ବାହିନୀପତି ହେଲେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ

0

ଭୁବନେଶ୍ବର: ମିନାକ୍ଷୀ ବାହିନୀପତି ହେଲେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ । ଦଳ ରାଜ୍ୟ ମହିଳା ସଭାନେତ୍ରୀ ଭାବେ ମିନାକ୍ଷୀ ବାହିନୀପତିଙ୍କ ନାମ ଘୋଷଣା କରିଛି । ମିନାକ୍ଷୀଙ୍କ ନିଯୁକ୍ତି ନେଇ ଏଆଇସିସି ପକ୍ଷରୁ ଏହି ବିଜ୍ଞପ୍ତି ଜାରି ହୋଇଛି ।

ଏଆଇସିସି ସାଧାରଣ ସମ୍ପାଦକ କେସି ଭେନୁଗୋପାଳଙ୍କ ପକ୍ଷରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ ମିନାକ୍ଷୀ ବାହିନୀପତିଙ୍କୁ ତତ୍କାଳ ପ୍ରଭାବରୁ ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ଭାବେ କାର୍ଯ୍ୟ କରିବା ନିମନ୍ତେ ଆସିଥିବା ପ୍ରସ୍ତାବକୁ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଅନୁମୋଦନ କରିଛନ୍ତି। ଶ୍ରୀମତୀ ବାହିନୀପତି ହେଉଛନ୍ତି ଜୟପୁର ବିଧାୟକ ବରିଷ୍ଠ କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତିଙ୍କ ପତ୍ନୀ।

Leave A Reply

Your email address will not be published.