ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ମିନାକ୍ଷୀ ବାହିନୀପତି ହେଲେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ

0

ଭୁବନେଶ୍ବର: ମିନାକ୍ଷୀ ବାହିନୀପତି ହେଲେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ । ଦଳ ରାଜ୍ୟ ମହିଳା ସଭାନେତ୍ରୀ ଭାବେ ମିନାକ୍ଷୀ ବାହିନୀପତିଙ୍କ ନାମ ଘୋଷଣା କରିଛି । ମିନାକ୍ଷୀଙ୍କ ନିଯୁକ୍ତି ନେଇ ଏଆଇସିସି ପକ୍ଷରୁ ଏହି ବିଜ୍ଞପ୍ତି ଜାରି ହୋଇଛି ।

ଏଆଇସିସି ସାଧାରଣ ସମ୍ପାଦକ କେସି ଭେନୁଗୋପାଳଙ୍କ ପକ୍ଷରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ ମିନାକ୍ଷୀ ବାହିନୀପତିଙ୍କୁ ତତ୍କାଳ ପ୍ରଭାବରୁ ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ଭାବେ କାର୍ଯ୍ୟ କରିବା ନିମନ୍ତେ ଆସିଥିବା ପ୍ରସ୍ତାବକୁ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଅନୁମୋଦନ କରିଛନ୍ତି। ଶ୍ରୀମତୀ ବାହିନୀପତି ହେଉଛନ୍ତି ଜୟପୁର ବିଧାୟକ ବରିଷ୍ଠ କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତିଙ୍କ ପତ୍ନୀ।

Leave A Reply

Your email address will not be published.