ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସ୍ୱେଚ୍ଛାକୃତ ଅବସର ନେଲେ ଆଇପିଏସ୍ ବି.ରାଧିକା

0

ଭୁବନେଶ୍ବର: ୧୯୮୯ ବ୍ୟାଚ୍ ଆଇପିଏସ୍ ବି.ରାଧିକା ନିଜ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଛନ୍ତି । ରାଜ୍ୟ ସରକାର ତାଙ୍କର ଆବେଦନକୁ ଗ୍ରହଣ କରି ଫେବୃୟାରୀ ୧ ଅପରାହ୍ନରୁ ତାଙ୍କୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ଅନୁମତି ଦେଇଛନ୍ତି । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଧିକା କେନ୍ଦ୍ରୀୟ ଡେପୁଟେସନରୁ ଫେରି ଗତ ନଭେମ୍ବର ୨୮ତାରିଖରେ ଓଡ଼ିଶା କ୍ୟାଡ଼ରରେ ଯୋଗ ଦେଇଥିଲେ । ରାଧିକା ଚଳିତବର୍ଷ ଜୁଲାଇ ମାସରେ ୬୦ବର୍ଷ ବୟସ ପୂରଣ କରୁଥିବାରୁ ଉକ୍ତ ମାସରେ ସରକାରୀ ଚାକିରିରୁ ଅବସର ନେଇଥାନ୍ତେ ।

Leave A Reply

Your email address will not be published.