ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତରତ୍ନ

0

ନୂଆଦିଲ୍ଲୀ: ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ମିଳିବା ନେଇ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।  ମୋଦୀ କହିଛନ୍ତି, ଲାଲକୃଷ୍ଣ ଆଡଭାନୀ ଜୀଙ୍କୁ ଭାରତ ରତ୍ନରେ ସମ୍ମାନୀତ କରାଯିବ। ଆଡଭାନୀଙ୍କୁ ଏ ସୁସମ୍ବାଦ ଦେବା ସହ ମୁଁ ତାଙ୍କୁ ସୋସିଆଲ ମିଡିଆରେ ଶୁଭେଚ୍ଛା ଜଣାଇଛି।

ଆଡଭାନୀ ଜୀ ଆମ ସମୟର ଜଣେ ସମ୍ମାନୀତ ରାଷ୍ଟ୍ରନେତା। ଭାରତର ବିକାଶରେ ତାଙ୍କର ଯୋଗଦାନ ଅବିସ୍ମରଣୀୟ  । ତୃଣମୂଳ ସ୍ତରରୁ କାମ କରିବା ଠୁ ନେଇ ଉପପ୍ରଧାନମନ୍ତ୍ରୀ ହେବା ପର୍ଯ୍ୟନ୍ତ ଦେଶର ସେବାରେ ତାଙ୍କ ଜୀବନ ବିତିଛି  । ଏହା ସର୍ବଦା ଅତୁଳନୀୟ ବୋଲି ଟ୍ବିଟ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି  ।

Leave A Reply

Your email address will not be published.