ପ୍ରମୁଖ ଖବର

ଅପରାଧୀଙ୍କୁ ମିଳିବ କଡ଼ା ଜବାବ, ସହିଦ ହେବାକୁ ବି ପ୍ରସ୍ତୁତ: ଡିଜିପି
ଏସ୍‌ବିଆଇର ତଥ୍ୟ ଲିକ୍‌: ଡାର୍କ ୱେବ୍‌ରେ ୩.୭୫ ଲକ୍ଷ ରେକର୍ଡ, ତଦନ୍ତ ଆରମ୍ଭ
ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ଼ ମାମଲା: ଆଉ ୪ ଗିରଫ
୨୦୨୯ ସୁଦ୍ଧା ନିଶାମୁକ୍ତ ଭାରତ ଲକ୍ଷ୍ୟ: ଅମିତ ଶାହ

ରାଜଧାନୀରୁ ହଟାଯିବ ଦଳୀୟ ପୋଷ୍ଟର ବ୍ୟାନର

0

ରାଜଧାନୀ ଭୁବନେଶ୍ୱରରୁ ହଟିବ ରାଜନୈତିକ ପୋଷ୍ଟର ଓ କାନ୍ଥଲେଖା । ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ପରେ ତତ୍ପରତା ଦେଖାଇ ପ୍ରକ୍ରୀୟା ଆରମ୍ଭ କରିଛି ବିଏମସି । ରାଜନୈତିକ ଦଳଗୁଡ଼ିକୁ ଏନେଇ ଅବଗତ କରାଇ ଦିଆଯାଇଛି । ପୂର୍ବରୁ ପୋଷ୍ଟର ଓ କାନ୍ଥଲେଖାକୁ ନେଇ ବିଜେଡି ଓ ବିଜେପି ମଧ୍ୟରେ ବିବାଦ ହୋଇଥିଲା ।

ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି, ନିର୍ବାଚନ କମିଶନଙ୍କ ନିୟମ ମାନି ସବୁ ଦଳର ପୋଷ୍ଟର ବ୍ୟାନର ହଟାଯିବା ସହିତ କାନ୍ଥବାଡ଼ରେ ମଧ୍ୟ ଯେଉଁ ସବୁ ସ୍ଲୋଗାନ ଲେଖାଯାଇଛି, ତାକୁ ଲିଭାଯିବ। ଏହାର ପ୍ରକ୍ରିୟା ଆରମ୍ଭ ହୋଇଗଲାଣି ବୋଲି ବିଏମସି କମିଶନର କହିଛନ୍ତି।

Leave A Reply

Your email address will not be published.