ପ୍ରମୁଖ ଖବର

ଖରିଫ ଧାନ ବିକ୍ରି ପାଇଁ ଆଗ୍ରିଷ୍ଟାକ୍‌ ବାଧ୍ୟତାମୂଳକ ନୁହେଁ
ଆସାମରେ ବନ୍ୟା ନେଲା ଆଉ ୨ ଜୀବନ, ମୃତ୍ୟୁସଂଖ୍ୟା ୧୦୦
ଆଇଗିଣୀଆ ଫ୍ଲାଏଓଭରରେ ବସ୍ ଧକ୍କା, ବାଇକ୍ ଆରୋହୀ ମୃତ
ପ୍ରବଳ ବର୍ଷାରେ ରାଉରକେଲା ଷ୍ଟେସନର ନବନିର୍ମିତ ସେଡ୍ ଭୁଶୁଡ଼ିଲା
ଆଉ ଲମ୍ବା ଧାଡ଼ିରେ ଠିଆ ହେବାକୁ ପଡ଼ିବନି, ‘ଅନ୍ନପୂର୍ଣ୍ଣା ଶସ୍ୟ ଏଟିଏମ୍‌’ରୁ ମିଳିବ ରାସନ
ଲାଲକିଲ୍ଲାରେ ଶୁଭିବ ‘ବନ୍ଦେ ମାତରମ୍‌’
ଡିଜି ପାହ୍ୟାକୁ ସଞ୍ଜୀବ ପଣ୍ଡା ଓ ଯଶୱନ୍ତ ଜେଠୱାଙ୍କ ପଦୋନ୍ନତି
ହୀରାକୁଦରେ ପୁଣି ୪ ଗେଟ୍‌ ଖୋଲିଲା, ୧୨ ଗେଟ୍‌ରେ ଚାଲିଛି ବନ୍ୟାଜଳ ନିଷ୍କାସନ
ମାଲକାନଗିରି ଜଙ୍ଗଲରୁ କେବିସି ମଞ୍ଚରେ ‘ଜଙ୍ଗଲ ରାଣୀ’ ଜୟନ୍ତୀ ବୁରୁଡ଼ା

ବଢ଼ିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

0

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀଙ୍କ ମହଙ୍ଗା ଭତ୍ତା ବା ଡିଏ ବଢ଼ାଇଛନ୍ତି କେନ୍ଦ୍ର ସରକାର। ଆଜି କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ ଏହି ସୂଚନା ଦେଇଛନ୍ତି।  

କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀଙ୍କ ମହଙ୍ଗା ଭତ୍ତାକୁ ସରକାର ୪% ବୃଦ୍ଧି କରିଛନ୍ତି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହି ବୃଦ୍ଧି ସହିତ ସେମାନଙ୍କ ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି। 

ଏହା ପୂର୍ବରୁ କେନ୍ଦ୍ର ସରକାର ତାଙ୍କ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଗତ ବର୍ଷ ଅକ୍ଟୋବର ମାସରେ ବଢ଼ାଇଥିଲେ। ସେତେବେଳେ ବି ସରକାର ୪% ବୃଦ୍ଧି କରିଥିଲେ। ୨୦୨୩ ଜୁଲାଇ ୧ରୁ ପିଛିଲା ଭାବେ ଏହାକୁ ଲାଗୁ କରାଯାଇଥିଲା। 

Leave A Reply

Your email address will not be published.