ପୁରୀ: ଆଜି ରାତିରେ ଶ୍ରୀମନ୍ଦିର ବେଢାରେ ଥିବା ବେଢାକାଳୀ ମନ୍ଦିରରେ ଅଗ୍ନିକାଣ୍ଡ ଘଟିଛି। ଆଜି ରାତି ପ୍ରାୟ ଦଶଟା ସମୟରେ ବେଢାକାଳୀ ମନ୍ଦିରରେ ହଠାତ ବିଦ୍ୟୁତ ସଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ବିଦ୍ୟୁତ ବିଭାଗର କର୍ମଚାରୀମାନେ ସଙ୍ଗେସଙ୍ଗେ ସେଠାରେ ପହଞ୍ଚି ନିଆଁକୁ ଆୟତରେ ଆଣିଥିଲେ। ଏହି ଅଗ୍ନିକାଣ୍ଡରେ ବିଶେଷ କିଛି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି।
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ