ପ୍ରମୁଖ ଖବର

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍‌-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ

ଆସନ୍ତାକାଲି ପ୍ରକାଶ ପାଇବ ନିର୍ବାଚନ ତାରିଖ

0

ନୂଆଦିଲ୍ଲୀ: ଲୋକସଭା ଓ କିଛି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ। ଏନେଇ ଅପରାହ୍ନ ୩ଟାରେ ନିର୍ବାଚନ କମିଶନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯିବ। ଏହି ସମୟରେ ମୁଖ୍ୟ ନିର୍ବାଚନ କମିଶନ ଇଲେକ୍ସନ ତାରିଖ ଘୋଷଣା କରିବେ।

ସାଧାରଣ ନିର୍ବାଚନ ଲାଗି  ତାରିଖ ଘୋଷଣା କରିବେ ଭାରତୀୟ ନିର୍ବାଚନ କମିଶନ। କାଲି ଅପରାହ୍ନ ୩ଟାରେ ହେବ ନିର୍ବାଚନ ତାରିଖ ଘୋଷଣା। ପ୍ରେସମିଟ କରି ତାରିଖ ଘୋଷଣା କରିବେ ନିର୍ବାଚନ କମିଶନ ପୋଲ୍ ପ୍ୟାନେଲ ମୁଖ୍ୟ ରାଜୀବ କୁମାର। ତାରିଖ ଘୋଷଣା ନେଇ ଏକ୍ସରେ  ଭାରତୀୟ ନିର୍ବାଚନ କମିଶନ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ତେବେ ଅରୁଣାଚଳ ପ୍ରଦେଶ, ଆନ୍ଧ୍ରପ୍ରଦେଶ, ଓଡ଼ିଶା ଓ ସିକ୍କିମ ହେବ ବିଧାନସଭା ନିର୍ବାଚନ। ଜାମ୍ମୁ କାଶ୍ମୀରରେ ନିର୍ବାଚନ ନେଇ ମଧ୍ୟ ହୋଇପାରେ ତାରିଖ ଘୋଷଣା। ଏକାଧିକ ପର୍ଯ୍ୟାୟରେ ଅନୁଷ୍ଠିତ ହୋଇପାରେ ଦେଶର ସାଧାରଣ ନିର୍ବାଚନ। ଚଳିତ ଥର ୭ରୁ ୮ ପର୍ଯ୍ୟାୟରେ ହୋଇପାରେ ସାଧାରଣ ନିର୍ବାଚନ।

Leave A Reply

Your email address will not be published.