ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଏବେ ସକାଳୁଆ ହେବ ଅଙ୍ଗନବାଡି

0

ଭୁବନେଶ୍ବର: ଚଳିତ ବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ସକାଳ ୭ଟାରୁ ୧୧.୩୦ ଯାଏ ଧାର୍ଯ୍ୟ କରାଯାଇଛି। ଏନେଇ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆଏସ୍ ପ୍ୟାକେଟ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି ।

ସୂଚନାଯୋଗ୍ୟ କି ରାଜ୍ୟରେ କ୍ରମାଗତ ଭାବେ ବହୁଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ଆଗୁଆ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି ।

Leave A Reply

Your email address will not be published.