ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ବିଜେଡି ଘୋଷଣା କଲା ଷ୍ଟାର ପ୍ରଚାରକ ତାଲିକା

0

ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ଆଜି ତା’ର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେମତ ୪୦ ଜଣଙ୍କ ନାଁ ରହିଛି। ସେମାନଙ୍କ ମଧ୍ୟରେ ଭିକେ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଚନ୍ଦ୍ର ଶେଖର ସାହୁ, ଅଶୋକଚନ୍ଦ୍ର ପଣ୍ଡା, ସ୍ନେହାଙ୍ଗିନୀ ଛୁରିଆ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ କୁମାର ସାହୁ, ସଞ୍ଜୟ କୁମାର ଦାସବର୍ମା, ପଦ୍ମନାଭ ବେହେରା, ପ୍ରଦୀପ କୁମାର ଅମାତ, ଏନ୍‌. ଭାସ୍କର ରାଓ, ସୁବାସ ସିଂହ, ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶି, ମମତା ମହନ୍ତ, ମୁନା ଖାନ, ସୁଲତା ଦେଓ, ରବୀନ୍ଦ୍ର କୁମାର ଜେନା, ସରୋଜିନୀ ହେମ୍ବ୍ରମ, ସୁଶାନ୍ତ ସିଂ, ପ୍ରୀତିରଞ୍ଜନ ଘଡ଼େଇ, ପ୍ରଣବ କୁମାର ବଳବନ୍ତରାୟ, ଚିରଞ୍ଜୀବ ବିଶ୍ୱାଳ, ସୁଧୀର କୁମାର ସାମଲ, ବ୍ୟୋମକେଶ ରାୟ, ଦେବୀ ରଞ୍ଜନ ତ୍ରିପାଠୀ, ବିଜୟ ନାୟକ, ଶ୍ରୀମୟୀ ମିଶ୍ର, ଏସ୍‌କେ ନିଜାମୁଦ୍ଦିନ, ଈଶ୍ୱର ପାଣିଗ୍ରାହୀ, ଅମରେଶ ଜେନା ଓ ଏଲିନା ଦାସ।

Leave A Reply

Your email address will not be published.