ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୩ ମୃତ ୫ ଆହତ ହୋଇଛନ୍ତି। ଟ୍ରକ ଓ ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଏପରି ଦୁର୍ଏଘଟଣା ଘଟିଛି। ଜଣେ ଦୁଇବର୍ଷର ଶିଶୁ ସହ ୫ ଜଣ ଗୁରୁତର ଅଛନ୍ତି । ମୃତକ ମାନଙ୍କୁ ଯୋଡିଙ୍ଗା ସ୍ୱାସ୍ଥ୍ୟକେନ୍ଦ୍ର ରେ ରଖା ଯାଇଛି । ସମସ୍ତ ଆହତଙ୍କ ଚିକିତ୍ସା ଚାଲିଛି । ଘଟଣା ସ୍ଥଳରେ ରାଇଘର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦୁର୍ଘଟଣା ସ୍ଥଳରେ ଉମରକୋଟର ପୂର୍ବତନ ବିଜେଡି ବିଧାୟକ ସୁବାସ ଗଣ୍ଡ ପହଞ୍ଚି ଉଦ୍ଧାର କାର୍ଯ୍ୟ ରେ ସାହାଯ୍ୟ କରିଥିଲେ ।
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ