ପ୍ରମୁଖ ଖବର

ଆଜି ସାରା ଓଡ଼ିଶାରେ ଅଖଚକ ସବୁ ବନ୍ଦ
ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ
କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଓଡିଶା ପାଇଁ ବିଜେପି ପକ୍ଷରୁ ସଂକଳ୍ପ ପତ୍ରରେ କଣ ରହିଛି ?

0

ରାଜ୍ୟ ବିଜେପି ପକ୍ଷରୁ ସଂକଳ୍ପ ପତ୍ର ଜାରି ହୋଇଛି। ମୋଦୀ ଗାରେଣ୍ଟି – ୨୦୨୪ ସଂକଳ୍ପ ପତ୍ରର ଓଡିଆ ସଂସ୍କରଣ ଉନ୍ମୋଚନ କରିଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ। ତେବେ କଣ ରହିଛି ଆସନ୍ତୁ ଜାଣିବା–

  • ଗ୍ରାମୀଣ ଅଞ୍ଚଳରେ ତିନି କୋଟି ମହିଳା ସାଜିବେ ଲକ୍ଷପତି ଦିଦି
  • ସଂସଦ ଓ ବିଧାନସଭାରେ ମହିଳାଙ୍କ ପ୍ରତିନିଧିତ୍ୱ ନିଶ୍ଚିତ କରିବା ପାଇଁ ନାରୀ ଶକ୍ତି ବନ୍ଦନ ଅଧିନିୟମ କାର୍ଯ୍ୟକାରୀ
  • ରକ୍ତହୀନତା, ସ୍ତନକର୍କଟ, ଗର୍ଭାଶୟ କର୍କଟ ଏବଂ ଅଷ୍ଟିଓପୋରୋସିସ୍ ସହିତ ମହିଳାଙ୍କ ସ୍ୱାସ୍ଥ୍ୟ ଉପରେ ଧ୍ୟାନ ଦିଆଯିବ
  • ସର୍ବସାଧାରଣ ପରୀକ୍ଷା ଅଧିନିୟକ ୨୦୨୪ କଠୋର ଭାବେ କାର୍ଯ୍ୟକାରୀ କରାଯିବ
  • ସ୍ୱଚ୍ଛତାର ସହ ମମସ୍ତ ସରକାରୀ ପଦବୀ ପୂରଣ କରାଯିବ
  • ୭୦ ବର୍ଷରୁ ଅଧିକ ବୟସ୍କ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ବୀମା ଯୋଜନାରେ ସାମିଲ ହେବେ
  • ଟ୍ରାନ୍ସଜେଣ୍ଡରଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସୁବିଧା ମିଳିବ
  • ସମସ୍ତ ପ୍ରମୁଖ ସହରକୁ ପାଇପ୍ ଦ୍ୱାରା ପ୍ରାକୃତିକ ଗ୍ୟାସ୍ ସଂଯୋଗକୁ ବିସ୍ତାର କରାଯିବ
  • ଏମ୍ସରୁ ଜିଲ୍ଲା ଡାକ୍ତରଖାନା ଏବଂ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ସବୁ ସ୍ତରରେ ସ୍ୱାସ୍ଥ୍ୟସେବା ମିଳିବ
  • ରେଳ କ୍ଷମତାର ବୃଦ୍ଧି କରାଯିବ, ନମୋ ଭାରତ ଓ ବୁଲେଟ୍ ଟ୍ରେନ୍ ଭଳି ଆଧୁନିକ ଟ୍ରେନର ଶୁଭାରମ୍ଭ
  • ଏକ୍ସପ୍ରେସ୍ ନେଟୱର୍କକୁ ୧୫ ହଜାର କିଲୋମିଟର ପର୍ଯ୍ୟନ୍ତ ବିସ୍ତାର କରାଯିବ
  • ସମ୍ବିଧାନର ଧାରା ୪୪ ଆଧାରରେ ଲାଗୁ ହେବ ୟୁନିଫର୍ମ ସିଭିଲ୍ କୋର୍ଡ
  • ଖୁବ୍ ଶୀଘ୍ର ଭାରତୀୟ ନ୍ୟାୟ ସଂହିତା ଲାଗୁ କରାଯିବ
  • ଗୋଟିଏ ଦେଶ ଗୋଟିଏ ନିର୍ବାଚନ ବ୍ୟବସ୍ଥା ଲାଗୁ କରାଯିବ
Leave A Reply

Your email address will not be published.