ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଆସିଲା ବିଜେପିର ପ୍ରାର୍ଥୀ ତାଲିକା

0

ଭୁବନେଶ୍ବର: ବିଜେପି ୮ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ତେଲକୋଇ ପାଇଁ ଡ. ଫକୀର ମୋହନ ନାଇକ, ଚମ୍ପୁଆ ପାଇଁ ମୂରଲୀ ମନୋହର ଶର୍ମା, ବସ୍ତା ପାଇଁ ରବିନ୍ଦ୍ର ଅଣ୍ଡିଆ, ବାସୁଦେବପୁର ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳ ପାଇଁ ସୀମାରାଣୀ ନାୟକ, ସାଲେପୁର ପାଇଁ ଅରିନ୍ଦମ ରାୟ, କେନ୍ଦ୍ରାପଡା ଗୀତାଞ୍ଜଳି ସେଠୀ, ଖୋର୍ଦ୍ଦା ପାଇଁ ପ୍ରଶାନ୍ତ କୁମାର ଜଗଦେବଙ୍କୁ ଟିକେଟ ଦେଇଛି ବିଜେପି।

ବିଜେପି ଏଯାଏଁ ୧୪୦ଟି ଆସନରେ ପ୍ରାର୍ଥୀ ଘୋଷଣା କରି ସାରିଛି। ବାକି ୭ଟି ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିନାହିଁ।

Leave A Reply

Your email address will not be published.