ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

0

ଭୁବନେଶ୍ବର: ବାକି ଥିବା ୩ ଆସନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ତେବେ ୩ ଆସନରେ ନୂଆ ଚେହେରାଙ୍କୁ ପ୍ରାର୍ଥୀ କରିଛନ୍ତି ବିଜେଡି ସୁପ୍ରିମୋ । କୋରେଇ, ନୀଳଗିରି, ଖଣ୍ଡପଡା ପାଇଁ ବିଜେଡି ୩ ନୂଆ ମୁହଁକୁ ମୈଦାନକୁ ଓହ୍ଲାଇଥିବା ବେଳେ ଦେବଗଡ ଆସନରେ ପ୍ରାର୍ଥୀ ପରିବର୍ତ୍ତନ କରିଛି ଦଳ । ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି ।

ଦେବଗଡ଼ ବିଧାନସଭା ପ୍ରାର୍ଥୀଙ୍କୁ ବଦଳାଇଛି ବିଜେଡି। ରୋମାଞ୍ଚ ରଂଜନ ବିଶ୍ୱାଳଙ୍କୁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ପୂର୍ବରୁ ଦେବଗଡ଼ ରାଣୀ ଅରୁନ୍ଧତୀ ଦେବୀଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେଡି। ରୋମାଞ୍ଚ ୨୦୧୯ରେ ମଧ୍ୟ ଏହି ଆସନରୁ ବିଜେଡି ଟିକେଟରେ ଲଢ଼ିଥିଲେ। 

Leave A Reply

Your email address will not be published.