ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ନିର୍ବାଚନ ଲଢ଼ିବେ ସୌମ୍ୟ ପଟ୍ଟନାୟକ

0

ଭୁବନେଶ୍ବର: ବରିଷ୍ଠ ନେତା ସୌମ୍ୟରଞ୍ଜନ ପଟ୍ଟନାୟକ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ। ନିଜର ସମର୍ଥକ ଓ ଶୁଭେଚ୍ଛୁଙ୍କ ସହ ବୈଠକ କରିବା ପରେ ସୌମ୍ୟ ଏହି ଘୋଷଣା କରିଛନ୍ତି।

ଜନସଭା ପରେ ସୌମ୍ୟ କହିଛନ୍ତି ଯେ, ଆଜିର ସମାବେଶ ଦେଖି ଲାଗୁଛି ଲୋକମାନେ ଏଥର ପରିବର୍ତ୍ତନ ଚାହୁଁଛନ୍ତି। ଘସିପୁରା ଅଞ୍ଚଳରେ ଦୀର୍ଘଦିନ ଧରି ହେଉଥିବା ଗୁଣ୍ଡାଗର୍ଦ୍ଦି, ହତ୍ୟାକାଣ୍ଡ, ଅନ୍ୟାୟ ଅତ୍ୟାଚାର ବିରୁଦ୍ଧରେ ଲୋକେ ସ୍ୱର ଉଠାଇବାକୁ ଲାଗିଲେଣି। ଲୋକମାନେ ଅପରାଧୀଙ୍କ ହାତରୁ କ୍ଷମତା ଛଡ଼ାଇ କିଛି ଭଲ ଲୋକଙ୍କ ହାତରେ ଦେବାକୁ ଉତ୍କଣ୍ଠା ଆଗ୍ରହ ମୁଁ ଦେଖିପାରୁଛି। ତେଣୁ ଲୋକଙ୍କ ଚାପରେ ମୁଁ ଘସିପୁରାରୁ ନିର୍ଦ୍ଦଳୀୟ ଭାବେ ନିର୍ବାଚନ ଲଢ଼ିବାକୁ ମନସ୍ଥ କରିଛି। ଆସନ୍ତା ୬ ତାରିଖ କିମ୍ବା ତା ପୂର୍ବରୁ ପ୍ରାର୍ଥିପତ୍ର ଦାଖଲ କରିବି ବୋଲି ସେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Leave A Reply

Your email address will not be published.