ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ଆସନ୍ତାକାଲି ଓଡିଶା ଆସିବେ ମୋଦି

0

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି। କାଲି ରାତି ସାଢ଼େ ୯ଟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ। ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ଆଜି ଏନେଇ ସୂଚନା ଦେଇଛନ୍ତି।

ଭୁବନେଶ୍ୱରରେ ପହଞ୍ଚିବା ପରେ ବିଜେପି ପକ୍ଷରୁ ମୋଦିଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବ। ପରେ ରାଜଭବନ ଯିବେ ନରେନ୍ଦ୍ର ମୋଦି। ରାଜଭବନରେ ରାତ୍ରି ଯାପନ କରିବେ ମୋଦି। ୬ ତାରିଖ ସକାଳେ ବ୍ରହ୍ମପୁର ଅଭିମୁଖେ ଯିବେ ପ୍ରଧାନମନ୍ତ୍ରୀ। ପ୍ରଥମେ ବ୍ରହ୍ମପୁରରେ ବିଶାଳ ସମାବେଶରେ ଯୋଗ ଦେବେ। ଏହାପରେ ନବରଙ୍ଗପୁରରେ ମଧ୍ୟ ବଡ଼ ଜନସଭାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ। 

Leave A Reply

Your email address will not be published.