ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ବାଇକ୍ ଧକ୍କାରେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ

0

ଉମରକୋଟ: ବାଇକ୍ ଧକ୍କାରେ ଜଣେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ନବରଙ୍ଗପୁର ଜିଲ୍ଲା ଉମରକୋଟରେ ଆଜି ଘଟିଛି ଏହି ଘଟଣା। ମୃତ ବ୍ୟକ୍ତିଙ୍କ ନାଁ ଅଲେଖ ରନ୍ଧାରୀ। ସେ ୫ମ ପୋଲିଂ ଅଧିକାରୀ ଭାବେ ନିୟୋଜିତ ହୋଇଥିଲେ। ଉମରକୋଟ ସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରରେ ହୋଇଥିବା ବୁଥ୍‌ରେ ତାଙ୍କର ଡ୍ୟୁଟି ଥିଲା। ଅଲେଖ ରନ୍ଧାରୀ ବସ୍‌ରୁ ଓହ୍ଲାଇ ବୁଥ୍‌କୁ ଯାଉଥିବା ବେଳେ ଏକ ବାଇକ୍ ଆସି ତାଙ୍କୁ ପଛରୁ ଧକ୍କା ଦେଇଥିଲା।

ଉଲ୍ଲେଖଥାଉକି, ଆଜି ପୋଲିଂ ପାର୍ଟିକୁ ନେଇ ଯାଉଥିବା ବେଳେ ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ ପିତାତଳି ନିକଟରେ ମଧ୍ୟ ଏକ ମିନି ବସ୍ ଓଲଟି ପଡ଼ିଥିଲା। ଏଥିରେ ୨ ଜଣ ଆହତ ହୋଇଛନ୍ତି।

Leave A Reply

Your email address will not be published.