ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ଟିଏମସି ସାଂସଦଙ୍କ ବାପି ହଲଦରଙ୍କ ଅଫିସ ଉପରେ ଆକ୍ରମଣ
ଚେତାବନୀ ସତ୍ତ୍ୱେ କାନାଡାରେ ପୁଣି ଅଦିନିଆ ରଥଯାତ୍ରା, ଇସ୍କନକୁ ନେଇ ବଢ଼ିଲା ବିବାଦ
ମମତାଙ୍କ ବୈଠକକୁ ଆସିଲେନି ଟିଏମସିର ୬୦ ବିଧାୟକ
୩ ମାସ ମଧ୍ୟରେ ୫ ହଜାର ନର୍ସିଂ ପଦବୀ ପୂରଣ, ଖୁବ୍‌ଶୀଘ୍ର ବିଜ୍ଞପ୍ତି: ସ୍ୱାସ୍ଥ୍ୟମନ୍ତ୍ରୀ
ପୁଣି ବଢ଼ିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ଦର

ପୁଣି ବଢିବ ଖରା, ବିଭିନ୍ନ ଅଞ୍ଚଳ ରେ କାଳବୈଶାଖୀ ବର୍ଷା ସମ୍ଭାବନା!

0

ଭୁବନେଶ୍ବର: ଦକ୍ଷିଣ ବିହାର ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, କୋରାପୁଟ , ରାୟଗଡ଼ା ଜିଲ୍ଲା ର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସହ ୩୦-୪୦କିମି/ ଘଣ୍ଟା ପବନ ବୋହିବା ସମ୍ଭାବନା ରହିଛି।

ଆସନ୍ତା ୩-୪ ଦିନ ମଧ୍ୟରେ ଦିନ ତାପମାତ୍ରା କ୍ରମଶଃ ୨-୪°C ଯାଏଁ ବୃଦ୍ଧି ପାଇବ ତେଣୁ ଖରା ବଢିବ। ୨୦ ତାରିଖ ପରେ ବଙ୍ଗୋପସାଗର ସକ୍ରିୟ ରହିବ । ୨୨ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ୪-୫ ଦିନ ରେ ଅଧିକ ଘନୀଭୂତ ହୋଇପାରେ।

Leave A Reply

Your email address will not be published.