ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପିକଅପ ଭ୍ୟାନ୍ ଓଲଟି ୧୭ ଜଣଙ୍କର ମୃତ୍ୟୁ

0

ଛତିଶଗଡର : ଛତିଶଗଡର କାୱାର୍ଡା ଜିଲ୍ଲାରେ ଏକ ପିକଅପ ଭ୍ୟାନ୍ ଓଲଟି ପଡିବାରୁ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ରୁ ୧୨ ଜଣ ଆହତ ହୋଇଥିବା ସୂଚନା।

ସୂଚନାନୁସାରେ, ପ୍ରାୟ ୩୦ ଜଣ ଲୋକ କେନ୍ଦୁପତ୍ର ତୋଳିବାର ପରେ ଏହି ପିକ୍‌ଅପ୍ ଭ୍ୟାନ୍‌ରେ ଫେରୁଥିଲେ। ତେବେ ବହପାଣି ଅଞ୍ଚଳ ଦେଇ ପିକ୍‌ଅପ୍ ଭ୍ୟାନ୍‌ଟି ଯାଉଥିବା ବେଳେ ନିୟନ୍ତ୍ରଣ ହରାଇ ରାସ୍ତାରୁ ପ୍ରାୟ ୨୦ ଫୁଟ୍ ତଳକୁ ଖସି ପଡ଼ିଥିଲା,ଯେଉଁଥିରେ ୧୭ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ବାକି ଆହତ ହୋଇଛନ୍ତି। ପିକଅପ୍ ରେ ୨୫ ରୁ ୩୦ ଲୋକ ଥିଲେ। ସମସ୍ତେ କୁଇର ବାସିନ୍ଦା ବୋଲି କୁହାଯାଉଛି। ଏହି ମାମଲା ପାଣ୍ଡାରିଆର କୁକଦୁର ପୋଲିସ ଷ୍ଟେସନ ଅଞ୍ଚଳର ଘଟିଛି। ଘଟଣାସ୍ଥଳରେ ପୋଲିସ ଟିମ୍ ପହଞ୍ଚି ଆହତ ଲୋକଙ୍କୁ ଉଦ୍ଧାର କରି ଚିକିତ୍ସାଳୟକୁ ସ୍ତାନାନ୍ତର କରିଛି।

Leave A Reply

Your email address will not be published.