ପ୍ରମୁଖ ଖବର

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍‌-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ

ପିକଅପ ଭ୍ୟାନ୍ ଓଲଟି ୧୭ ଜଣଙ୍କର ମୃତ୍ୟୁ

0

ଛତିଶଗଡର : ଛତିଶଗଡର କାୱାର୍ଡା ଜିଲ୍ଲାରେ ଏକ ପିକଅପ ଭ୍ୟାନ୍ ଓଲଟି ପଡିବାରୁ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ରୁ ୧୨ ଜଣ ଆହତ ହୋଇଥିବା ସୂଚନା।

ସୂଚନାନୁସାରେ, ପ୍ରାୟ ୩୦ ଜଣ ଲୋକ କେନ୍ଦୁପତ୍ର ତୋଳିବାର ପରେ ଏହି ପିକ୍‌ଅପ୍ ଭ୍ୟାନ୍‌ରେ ଫେରୁଥିଲେ। ତେବେ ବହପାଣି ଅଞ୍ଚଳ ଦେଇ ପିକ୍‌ଅପ୍ ଭ୍ୟାନ୍‌ଟି ଯାଉଥିବା ବେଳେ ନିୟନ୍ତ୍ରଣ ହରାଇ ରାସ୍ତାରୁ ପ୍ରାୟ ୨୦ ଫୁଟ୍ ତଳକୁ ଖସି ପଡ଼ିଥିଲା,ଯେଉଁଥିରେ ୧୭ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ବାକି ଆହତ ହୋଇଛନ୍ତି। ପିକଅପ୍ ରେ ୨୫ ରୁ ୩୦ ଲୋକ ଥିଲେ। ସମସ୍ତେ କୁଇର ବାସିନ୍ଦା ବୋଲି କୁହାଯାଉଛି। ଏହି ମାମଲା ପାଣ୍ଡାରିଆର କୁକଦୁର ପୋଲିସ ଷ୍ଟେସନ ଅଞ୍ଚଳର ଘଟିଛି। ଘଟଣାସ୍ଥଳରେ ପୋଲିସ ଟିମ୍ ପହଞ୍ଚି ଆହତ ଲୋକଙ୍କୁ ଉଦ୍ଧାର କରି ଚିକିତ୍ସାଳୟକୁ ସ୍ତାନାନ୍ତର କରିଛି।

Leave A Reply

Your email address will not be published.