ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ

0

ଭୁବନେଶ୍ବର: ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ଏକାଠି ପ୍ରକାଶ ପାଇବ କଳା, ବିଜ୍ଞାନ ଓ ବାଣିଜ୍ୟର ଫଳାଫଳ। ସେହିଦିନ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ମଧ୍ୟ ଅପରାହ୍ନରେ ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। www.orissaresults.nic.inରେ ରେଜଲ୍ଟ ଉପଲବ୍ଧ ହେବ।

ଉଲ୍ଲେଖଯୋଗ୍ୟ, ଚଳିତବର୍ଷ ଫେବୃଆରୀ ୧୬ରୁ ମାର୍ଚ୍ଚ ୨୦ ତାରିଖ ଯାଏଁ ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟରେ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଥିଲା। ରାଜ୍ୟରେ ୩ ଲକ୍ଷ ୮୬ ହଜାର ୨୫୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ବିଜ୍ଞାନରେ ୧ଲକ୍ଷ ୧୬ ହଜାର ୪୪୭ , କଳାରେ ସର୍ବାଧିକ ୨ ଲକ୍ଷ ୩୬ ହଜାର ୪୨୫, ବାଣିଜ୍ୟରେ ୨୫,୯୬୦ ଓ ଧନ୍ଦାମୂଳକ ରେ ୫,୭୬୫ ଜଣ ଛାତ୍ର ଛାତ୍ରୀ ପରୀକ୍ଷା  ଦେଇଛନ୍ତି। ସାରା ରାଜ୍ୟରେ ୧୧୫୦ ପରୀକ୍ଷା ସେଣ୍ଟର୍ ସହ ୨୦୨ଟି ହବ କରାଯାଇଥିଲା।

Leave A Reply

Your email address will not be published.