ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ମଳଦ୍ବାରରେ ରଖିଥିବା ସୁନା ଜବତ ପରେ…

0

କନ୍ନୁର: କେରଳର କନ୍ନୁର ବିମାନବନ୍ଦରରେ ସୁନା ଚୋରା ଚାଲାଣ କରି ମଳଦ୍ୱାରରେ ଲୁଚାଇ ରଖିଥିବା ଅଭିଯୋଗରେ ଜଣେ ଏୟାର୍ ହୋଷ୍ଟେସ ଗିରଫ ହେଇଛନ୍ତି। ସୁରଭି ଖାତୁନ ନାମକ ଏହି ମହିଳା ତାଙ୍କ ମଳଦ୍ୱାରରେ ପ୍ରାୟ ୯୬୦ ଗ୍ରାମ ସୁନା ଲୁଚାଇ ରଖିଥିବା ଯାଞ୍ଚ ବେଳେ ଡିଆର୍‌ଆଇ ଅଧିକାରୀମାନେ ଜାଣିବାକୁ ପାଇଥିଲେ। ସେ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନରେ କାମ କରନ୍ତି ଏବଂ ମେ ୨୮ରେ ମସ୍କଟରୁ କନ୍ନୁରରେ ଅବତରଣ କରିଥିବା ବିମାନର କେବିନ୍ କ୍ରୁ ସଦସ୍ୟ ଥିଲେ। ସୁରଭିଙ୍କୁ ମାଜିଷ୍ଟ୍ରେଟଙ୍କ ନିକଟରେ ହାଜର କରାଯାଇ ୧୪ ଦିନିଆ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

Leave A Reply

Your email address will not be published.