ପ୍ରମୁଖ ଖବର

ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ: ଶାର୍ପ ସୁଟର ସହ ୩ ଗିରଫ
ମୁଖ୍ୟମନ୍ତ୍ରୀ ହେବା ପରେ ତ୍ରିଚି ଆସନ ଛାଡିଲେ ବିଜୟ
ମୁମ୍ବଇ-ପୁଣେ ଏକ୍ସପ୍ରେସୱେରେ ସୁପ୍ରିୟା ସୁଲେଙ୍କ କାର୍‌କୁ ଧକ୍କା, ଅଳ୍ପକେ ବର୍ତ୍ତିଲେ ସାଂସଦ
ଜୁଲାଇ ୧ରୁ ଲାଗୁ ହେବ ‘ଭିବି-ଜିରାମ-ଜି’ ଆଇନ
ମୋଦୀଙ୍କ ଦେଶବାସୀଙ୍କୁ ଆହ୍ୱାନ:‘ଗୋଟିଏ ବର୍ଷ ‘ସୁନା କିଣନ୍ତୁ ନାହିଁ,ୱାର୍କ ଫ୍ରମ୍ ହୋମ୍‌ କରନ୍ତୁ -ଇନ୍ଧନ ସଞ୍ଚୟ କରନ୍ତୁ’

ପୁରୀ ବାଣ ବିସ୍ଫୋରଣ ଘଟଣା, ମୃତ୍ୟୁ ସଂଖ୍ୟା ୧୩ ଛୁଇଁଲା

0

ପୁୁରୀ: ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାରେ ଆଜି ଆଉ ଜଣଙ୍କର ମୃତ୍ୟୁ ହୋଇଛି। ଫଳରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଜଣେ ନାବଳକ ମଧ୍ୟ ଅଛନ୍ତି। ବିଭିନ୍ନ ମେଡିକାଲରେ ଅନ୍ୟ ୧୭ ଜଣ ଆହତଙ୍କ ଚିକିତ୍ସା ଚାଲିଛି।

ଗତ ୨୯ ତାରିଖ ରାତିରେ ଭଉଁରୀ ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପରେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି।ଏହି ବିସ୍ଫୋରଣରେ ୩୧ ରୁ ଅଧିକ ଆହତ ହୋଇଥିଲେ। ଘଟଣାରେ ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି।

Leave A Reply

Your email address will not be published.