ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

0

ଭୁବନେଶ୍ବର: ପ୍ରକାଶ ପାଇଛି ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା (OJEE) ରେଜଲ୍ଟ। ୬୫ ହଜାର ୭୪୨ ଛାତ୍ରଛାତ୍ରୀ ଓଜେଇଇ ପରୀକ୍ଷା ଦେଇଥିବା ବେଳେ ୫୬ହଜାର ୪୭ ଜଣ ରାଙ୍କ ପାଇଛନ୍ତି।

ବି.ଫାର୍ମାରେ ସାଗରିକା ଦାଶ ଟପ୍ପର ହୋଇଥିବା ବେଳେ ଏମ୍‌. ଫାର୍ମାରେ ପଦ୍ମାଳୟା ମିଶ୍ର ଟପ୍ପର ହୋଇଛନ୍ତି। ସେହିପରି ଏଲ୍ଇ. ଟେକ୍ (ଡିପ୍ଲୋମା)ରେ ବିଲ୍‌ଟୁ ମଣ୍ଡଳ ଟପ୍ପର ହୋଇଥିବା ବେଳେ ଏମ୍‌ବିଏରେ ସୂର୍ଯ୍ୟକାନ୍ତ ପୃଷ୍ଟି , ସିଭିଲ୍ ଇଂଜିନିୟରିଂ ରବୀନ୍ଦ୍ର ସାହୁ ଓ MCA/M.SC (କମ୍ପୁଟର ସାଇନ୍ସ)ରେ ବ୍ରହ୍ମାନନ୍ଦ ମହାରଣା ଟପ୍ପର ହୋଇଛନ୍ତି। ସେହିପରି ଇଲେକ୍ଟ୍ରିକାଲ ଇଞ୍ଜିନିୟରିଙ୍ଗ- ପୂର୍ବପ୍ରିୟା ନାୟକ, ମେକାନିକାଲ ଇଞ୍ଜିନିୟରିଙ୍ଗ- ଗୋବିନ୍ଦ ନାୟକ, କମ୍ପ୍ୟୁଟର ସାଇନ୍ସ- ଆକାଶ କୁମାର ଦାସ। ଛାତ୍ରଛାତ୍ରୀମାନେ WWW.OJEE.NIC.IN/ODISHAJEE.COMରେ ନିଜର ପରୀକ୍ଷା ଫଳ ଦେଖି ପାରିବେ।

Leave A Reply

Your email address will not be published.