ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ପୁଣି ଜିତିଲେ ଅପରାଜିତା

0

ଭୁବନେଶ୍ୱର: ପୁଣି ବିଜୟର ମୁକୁଟ ପିନ୍ଧିଲେ ଅପରାଜିତା ଷଡ଼ଙ୍ଗୀ। ଅପରାଜିତା ଭୁବନେଶ୍ବରରେ ପୁଣି ବିଜୟିନୀ ହୋଇଛନ୍ତି। ସେ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟଙ୍କୁ ହରାଇ ବାଜି ମାରିନେଇଛନ୍ତି। ଲଗାତାର ବିଜେପି ପ୍ରାର୍ଥୀଙ୍କ ବିଜୟ ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି।

ଭୁବନେଶ୍ବରରେ ତାଙ୍କୁ ୪ ଲକ୍ଷ ୯୯ ହଜାର ୨୪୫ ଭୋଟ ମିଳିଛି। ତାଙ୍କ ପଛରେ ଦ୍ବିତୀୟ ସ୍ଥାନରେ ରହିଛନ୍ତି ମନ୍ମଥ ରାଉତରାୟଙ୍କୁ ୪ ଲକ୍ଷ ୫୯ ହଜାର ୨୩୪ ଭୋଟ୍‌ ମିଳିଛି। ୪୦ ହଜାର ୧୧ ଭୋଟ ବ୍ୟବଧାନରେ ବଡ଼ ବିଜୟ ହାସଲ କରିଛନ୍ତି।

Leave A Reply

Your email address will not be published.