ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

କଣ୍ଟାବାଞ୍ଜିରୁ ହାରିଲେ ନବୀନ

0

ଭୁବନେଶ୍ବର: ରାଜ୍ୟରେ କ୍ଷମତାସୀନ ବିଜେଡିକୁ ଶକ୍ତ ଧକ୍କା ଲାଗିଛି । କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ରରେ ବିଜେଡି ସୁପ୍ରିମୋ ଏବଂ ବିଜେଡିର ସଭାପତି ତଥା ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ ପରାସ୍ତ ହୋଇଛନ୍ତି। ଏହି ନିର୍ବାଚନ କ୍ଷେତ୍ରରେ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ବିଜୟୀ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକଙ୍କଠାରୁ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ୩୨୮୩ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ଲକ୍ଷ୍ମଣ ବାଗଙ୍କୁ ମୋଟ ୪୪, ୪୨୪ ଖଣ୍ଡ ମିଳିଥିବାବେଳେ କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ରରେ ନବୀନ ପଟ୍ଟନାୟକ ଦ୍ବିତୀୟ ସ୍ଥାନରେ ରହିଛନ୍ତି ଓ ତାଙ୍କୁ ୪୧,୧୪୧ ଖଣ୍ଡ ଭୋଟ ମିଳିଛି। ଏଠାରେ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂହ ସାଲୁଜା ତୃତୀୟ ସ୍ଥାନରେ ରହିଛନ୍ତି ଏବଂ ତାଙ୍କୁ ୧୪,୪୪୭ ଖଣ୍ଡ ଭୋଟ ମିଳିଛି।

Leave A Reply

Your email address will not be published.