ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ବାରଣାସିରୁ ତୃତୀୟ ଥର ଜିତିଲେ ନରେନ୍ଦ୍ର ମୋଦି

0

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀ ତୃତୀୟ ଥର ପାଇଁ ଉତ୍ତର ପ୍ରଦେଶର ବାରଣାସୀ ଲୋକସଭା ଆସନରୁ ବିଜୟୀ ହୋଇଛନ୍ତି। ସେ କଂଗ୍ରେସର ଅଜୟ ରାୟଙ୍କ ପ୍ରାୟ ଦେଢ ଲକ୍ଷ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି। ମୋଦୀଙ୍କୁ ପ୍ରାୟ ୬ ଲକ୍ଷ ୧୨ ହଜାର ଭୋଟ ମିଳିନଥିବାବେଳେ ଅଜୟ ରାୟଙ୍କୁ ୪ ଲକ୍ଷ ୬୦ ହଜାର ଭୋଟ ମଳିଛି। ୩ୟ ସ୍ଥାନରେ ରହିଛନ୍ତି ବହୁଜନ ସମାଜ ପାର୍ଟିର ଅଥର ଜମାଲ ଲାରି। ତାଙ୍କୁ ୩୩ ହଜାର ୭୬୬ ଭୋଟ ମିଳିଛି ।

ପ୍ରଧାନମନ୍ତ୍ରୀ ମୋଦୀ ବାରାଣାସୀରୁ ଜିତିବାର ହ୍ୟାଟ୍ରିକ୍ କରିଥିଲେ ବି ଏଥର ତାଙ୍କର ଭୋଟ ବ୍ୟବଧାନ ଯଥେଷ୍ଟ ହ୍ରାସ ପାଇଛି । ୨୦୧୪ ଓ ୨୦୧୯ରେ ସେ ବାରାଣାସୀରୁ ଯଥେଷ୍ଟ ବ୍ୟବଧାନରେ ବିଜୟୀ ହୋଇଥିଲେ ।

Leave A Reply

Your email address will not be published.