ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ହିଞ୍ଜିଳିରୁ ଜିତିଲେ ନବୀନ

0

ଭୁବନେଶ୍ବର, ଚଳିତବର୍ଷ ନିର୍ବାଚନରେ ହିଞ୍ଜିଳିରେ ବିଧାନସଭା ଆସନରୁ ଜିତିଲେ ନବୀନ। ନିଜ ପାରମ୍ପରିକ ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ନିର୍ବାଚିତ ହୋଇଛନ୍ତି। ଭାଜପାର ଶିଶିର ମିଶ୍ରଙ୍କୁ ହରାଇ ନବୀନ ବିଜୟଲାଭ କରିଛନ୍ତି। ଭାଜପା ପ୍ରାର୍ଥୀଙ୍କୁ ୪ ହଜାରରୁ ଅଧିକ ଭୋଟରେ ନବୀନ ହରାଇଥିବା ସୂଚନା ମିଳିଛି । ୨୦୦୦ ମସିହାରୁ ଲଗାତାର ହିଞ୍ଜିଳି ଆସନରୁ ଜିତି ନବୀନ ଆସୁଛନ୍ତି।

Leave A Reply

Your email address will not be published.