ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ଆଡଭୋକେଟ୍ ଜେନେରାଲ ପଦରୁ ଇସ୍ତଫା ଦେଲେ ଅଶୋକ

0

ଭୁବନେଶ୍ବର: ଓଡ଼ିଶାର ଆଡଭୋକେଟ୍ ଜେନେରାଲ ପଦରୁ ଇସ୍ତଫା ଦେଇଛନ୍ତି ଅଶୋକ ପରିଜା। ତାଙ୍କ ସ୍ଥାନରେ ସରକାରୀ ଓକିଲ ଜ୍ୟୋତିପ୍ରକାଶ ପଟ୍ଟନାୟକ ଇନଚାର୍ଜ ଆଡଭୋକେଟ୍ ଜେନେରାଲ ଭାବେ ଦାୟିତ୍ୱ ତୁଲାଇବେ। ଶ୍ରୀ ପଟ୍ଟନାୟକ ନିଜ ଦାୟିତ୍ୱ ସହ ଅତିରିକ୍ତ ଭାବେ ‘ଆଡଭୋକେଟ୍ ଜେନେରାଲ’ଙ୍କ ଦାୟିତ୍ୱ ତୁଲାଇବେ ବୋଲି ଜଣାପଡ଼ିଛି।

ଆଇନ ବିଭାଗରୁ ମିଳିଥିବା ସୂଚନା ଅନୁସାରେ, ନିର୍ବାଚନ ଫଳାଫଳ ଆସିବା ପରେ ଆଡଭୋକେଟ୍ ଜେନେରାଲ ଶ୍ରୀ ପରିଜା ନିଜ ପଦରୁ ଇସ୍ତଫା ଦେଇଛନ୍ତି । ରାଜ୍ୟ ସରକାର ତାଙ୍କର ଇସ୍ତଫାକୁ ମଞ୍ଜୁର କରିଛନ୍ତି । ବରିଷ୍ଠ ଓକିଲ ଶ୍ରୀ ପରିଜା ୨୦୧୯ ଜୁନ୍ ୨୬ତାରିଖରେ ଓଡ଼ିଶାର ଆଡଭୋକେଟ୍ ଜେନେରାଲ ଦାୟିତ୍ୱ ନେଇଥିଲେ ।

Leave A Reply

Your email address will not be published.