ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପଦରୁ ଇସ୍ତଫା

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ପଦରୁ ଇସ୍ତଫା ଦେଲେ ରିଟାୟର୍ଡ ଆଇଏଏସ୍ ସୁରେଶ ଚନ୍ଦ୍ର ମହାପାତ୍ର ଓ ତାଙ୍କ ସହ ଆର୍ ବାଲକ୍ରିଷ୍ଣନ୍ ମଧ୍ୟ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଦୁଇଜଣଙ୍କ ଇସ୍ତଫାକୁ ଗ୍ରହଣ କରିନିଆଯାଇଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ କରି ସୂଚନା ଦିଆଯାଇଛି।

ତେବେ ଏହି ଦୁଇ ଜଣ ଆଇଏଏସ୍ ଅଫିସର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ। ଉଭୟ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ କାର୍ଯ୍ୟ କରୁଥିଲେ। ଏବେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଦୁଇ ରିଟାୟର୍ଡ ଆଇଏଏସ୍ ଅଫିସର ମଧ୍ୟ ନିଜ ପଦରୁ ଇସ୍ତଫା ଦେଇଛନ୍ତି ।

Leave A Reply

Your email address will not be published.