ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆହତ ଯବାନଙ୍କୁ କରାଗଲା ଏୟାର ଲିଫ୍ଟ

0

ଛତିଶଗଡ଼: ଛତିଶଗଡ଼ରେ ନାରାୟଣପୁର ଜିଲ୍ଲାରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ରେ ଆହତ ହୋଇଥିବା ୩ଜଣ  ଯବାନଙ୍କୁ ଏୟାର ଲିଫ୍ଟ କରାଯାଇଛି। ହେଲିକପ୍ଟର ଯୋଗେ ଅନ୍ଯ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ଶୁକ୍ରବାର ନାରାୟଣପୁର, କୋଣ୍ଡାଗାଓଁ, ଦାନ୍ତେୱାଡା, ବସ୍ତର ଅଞ୍ଚଳର ଡିଆରଜି ଏବଂ ଆଇଟିବିପି ୪୫ ବାଟାଲିୟନ ପକ୍ଷରୁ ମିଳିତ ସର୍ଚ୍ଚ ଅପରେସନ କରାଯାଇଥିଲା। ଏହି ସମୟରେ ପ୍ରଥମ ଗୁଳିମାଡ଼ କରିଥିଲେ ନକ୍ସଲ। ଆଉ ସୁରକ୍ଷା ବାହିନୀ ମଧ୍ୟ ପାଲଟା ଗୁଳିମାଡ଼ କରିଥିଲା। ଦୀର୍ଘ ସମୟ ଧରି ଉଭୟ ପକ୍ଷ ପକ୍ଷରୁ ଗୁଳିବିନିମୟ ଜାରି ରହିଥିଲା। ଯେଉଁଥିରେ ୭ ମାଓବାଦୀ ନିହତ ହୋଇଥିଲେ। କିଛି ଯବାନ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗୁରୁତରଙ୍କୁ ଏୟାରଲିଫ୍ଟ କରାଯାଇଛି।

Leave A Reply

Your email address will not be published.