ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରବିବାର ସଂଧ୍ୟା ୭ଟା ୧୫ମିନିଟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ପାଠ କରାଇଛନ୍ତି । ଏହା ସହିତ ଲଗାତାର ୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବାରେ ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ୍ ଜବାହାରଲାଲ ନେହେରୁଙ୍କୁ ରେକର୍ଡ ସହ ସମକକ୍ଷ ହୋଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।
ପ୍ରମୁଖ ଖବର
ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ