ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଜୁନ୍‌ ୩୦ ଯାଏଁ ଛୁଟି ମନା

0

ଭୁବନେଶ୍ବର: ଜୁନ୍‌ ୩୦ ଯାଏଁ ଛୁଟି ନେଇ ପାରିବେନି ସରକାରୀ କର୍ମଚାରୀ। ଛୁଟି ଦିନରେ ବି ଜାରି ରହିବ କାର୍ଯ୍ୟ। ଏନେଇ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସୂଚନା ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ ଏସିଏସ୍‌ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ନୂଆ ସରକାର ଗଠନ ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟକ୍ରମ ଚାଲିବ। ତେଣୁ ୩୦ ପର୍ଯ୍ୟନ୍ତ କାହାରିକୁ ଛୁଟି ନଦେବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

ଏହାକୁ ନେଇ ବିଭିନ୍ନସ୍ତରରେ କାର୍ଯ୍ୟକ୍ରମ ଚାଲିବ। ଏଥିଲାଗି ସରକାରୀ କର୍ମଚାରୀଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। ତଦନୁଯାୟୀ ଆସନ୍ତା ୩୦ ଯାଏ ସରକାରୀ କର୍ମଚାରୀ ଛୁଟି ନେଇପାରିବେ ନାହିଁ। ଏନେଇ ବିଭାଗୀୟ ସଚିବ ଏବଂ ଜିଲାପାଳଙ୍କୁ ସାଧାରଣ ପ୍ରଶାସନ ବିଭାଗ ଏସିଏସ୍‌ଙ୍କ ପକ୍ଷରୁ ଚିଠି କରାଯାଇଛି। ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ମଧ୍ୟ ଅଧିକାରୀଙ୍କୁ କୁହାଯିବା ସହ ସରକାରୀ ଛୁଟି ଦିନରେ ମଧ୍ୟ ଅନୁପସ୍ଥିତ ନ ରହିବାକୁ କୁହାଯାଇଛି। ତେବେ କେବଳ ସ୍ୱାସ୍ଥ୍ୟ ସମସ୍ୟା ଥିଲେ ଛୁଟି ପାଇଁ ଅନୁମତି ମିଳିପାରିବ।

Leave A Reply

Your email address will not be published.