ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ

କ୍ଷମତା ଯିବା ପରେ ବଦଳିଲା ନବୀନ ନିବାସ ଚିତ୍ର

0

ଭୁବନେଶ୍ବର: ବିଜେଡି ସରକାର କ୍ଷମତାରୁ ଯିବା ଏବଂ ନୂଆ ସରକାର ଶପଥ ନେବାର ଦିନକ ପରେ ବଦଳିଛି ନବୀନ ନିବାସର ଚିତ୍ର । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନବୀନ ନିବାସରେ ଥିବା ଅସ୍ଥାୟୀ ପୋଲିସ କ୍ୟାମ୍ପକୁ ଉଠାଯାଇଛି।

ନବୀନ ନିବାସ ଆଗରେ ଥିବା ପୋଲିସ କ୍ୟାମ୍ପର ସାମଗ୍ରୀକୁ ବାହାର କରାଯାଇଛି। ପ୍ରୋଟୋକଲ ଅନୁଯାୟୀ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କଠାରୁ ସୁରକ୍ଷାକୁ ହଟାଇ ଦିଆଯାଇଛି।ନବୀନ ନିବାସର ଇନର କର୍ଡନ ସୁରକ୍ଷା ଦାୟିତ୍ୱରେ ଥିବା ସୁରକ୍ଷାକୁ ପ୍ରତ୍ୟାହାର କରି ନିଆଯାଇଛି । ଆଉଟର କର୍ଡନରେ କେବଳ ସୁରକ୍ଷାକର୍ମୀ ଅଛନ୍ତି । ବିରୋଧୀ ଦଳ ନେତା ଚୟନ ହେବା ପର୍ଯ୍ୟନ୍ତ ନବୀନ ନିବାସରେ କିଛି ସୁରକ୍ଷାକୁ ଅପରବର୍ତ୍ତିତ ରଖାଯିବ ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.