ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସେନାକୁ ମିଳିଛି ପ୍ରଥମ ସ୍ୱଦେଶୀ ଆତ୍ମଘାତି ଡ୍ରୋନ୍ ‘ନାଗାସ୍ତ୍ର-୧’

0

ନୂଆଦିଲ୍ଲୀ: ସେନାକୁ ମିଳିଛି ପ୍ରଥମ ସ୍ୱଦେଶୀ ଆତ୍ମଘାତି ଡ୍ରୋନ୍ ‘ନାଗାସ୍ତ୍ର-୧’। ଏହି ଡୋନକୁ ଶତ୍ରୁ ପକ୍ଷର ରାଡାର ମଧ୍ୟ ଧରିବାରେ ବିଫଳ ହେବ। ଏବେ ଏୟାର ଷ୍ଟ୍ରାଇକ୍ ପାଇଁ ଆଉ ଫାଇଟର ଜେଟର ଆବଶ୍ୟକତା ପଡ଼ିବ ନାର୍ହିିଁ। ଶତ୍ରୁ ମାଟିରେ ଆତଙ୍କବାଦୀଙ୍କ ଉପରେ ଏୟାର ଷ୍ଟ୍ରାଇକ୍ କରିବାରେ ସକ୍ଷମ ଏହି ସ୍ୱଦେଶୀ ଡ୍ରୋନ। ସ୍ଥଳ ସେନାରେ ସାଇଲେଣ୍ଟ କିଲର ନାଗାସ୍ତ୍ର-୧ ସାମିଲ ହେବା ଦ୍ୱାରା ବାହ୍ୟଶତ୍ରୁ ଦମନ ସହ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉପରେ ଅଙ୍କୁଶ ଲାଗିବ ବୋଲି କହିଛନ୍ତି ପ୍ରତିରକ୍ଷା ବିଶେଷଜ୍ଞ।

ବିଶେଷ କରି ଭାରତ-ପାକିସ୍ତାନ ଓ ଚାଇନା ସୀମାରେ ନାଗାସ୍ତ୍ର-୧କୁ ମୁତୟନ କରାଯିବ। ଏହା ଏକ ଡ୍ରୋନ ଭଳି କାମ କରିବ। ଏହାକୁ ବ୍ୟବହାର କରି ଭାରତୀୟ ସେନା ସୀମାରେ ଶତ୍ରୁ ପକ୍ଷର ପ୍ରତ୍ୟେକ ଗତିବିଧି ଉପରେ ନଜର ରଖିପାରିବ। ଏହାବାଦ ଏହି ଡ୍ରୋନସେନାର ବଳ ବଢ଼ାଇବ ‘ନାଗାସ୍ତ୍ର-୧’ ଏୟାରଷ୍ଟ୍ରାଇକରେ ସାହାଯ୍ୟ କରିବ ‘ନାଗାସ୍ତ୍ର-୧’। ଶତ୍ରୁ ଠିକଣାରେ କରିପାରିବ ଏୟାରଷ୍ଟ୍ରାଇକ। ବଙ୍କର, କ୍ୟାମ୍ପ ଓ ଅସ୍ତ୍ରାଗାରକୁ ଧ୍ୱସଂ କରିପାରିବ।

Leave A Reply

Your email address will not be published.