ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଦେଶବାସୀଙ୍କୁ ରଜ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ନୂଆଦିଲ୍ଲୀ: ଓଡ଼ିଶାର ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ରାଷ୍ଟ୍ରପତି ଲେଖିଛନ୍ତି, ‘ରଜ’ ଉପଲକ୍ଷେ ରାଜ୍ୟ ତଥା ଦେଶବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା’। ‘ମାଟି ଓ ମେଘକୁ ସମ୍ମାନ ଜଣାଇ ପିଠା, ମିଠା ପାନ, ଦୋଳି ଖେଳରେ ରଜ ପାଳନ କରନ୍ତି।’ ‘କୃଷି ଭିତ୍ତିକ ରଜ ପର୍ବରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି’ ବୋଲି ରାଷ୍ଟ୍ରପତି ଲେଖିଛନ୍ତି।

Leave A Reply

Your email address will not be published.