ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଏନକାଉଣ୍ଟରରେ ୮ ନକ୍ସଲ ନିପାତ, ଜଣେ ଯବାନ୍ ସହିଦ

0

ଛତିଶଗଡ: ଛତିଶଗଡ ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲ୍ଲା ଜଙ୍ଗଲରେ ନକ୍ସଲ ଓ ସୁରକ୍ଷା ବଳ ମଧ୍ୟରେ ଏନକାଉଣ୍ଟରରେ ୮ ନକ୍ସଲ ନିପାତ ହୋଇଥିବାବେଳେ ଜଣେ ଯବାନ୍ ସହିଦ ହୋଇଛନ୍ତି । ଅନ୍ୟ ଦୁଇ ଯବାନ୍ ଆହତ ହୋଇଛନ୍ତି ।

ସୂଚନାଯୋଗ୍ୟ, ଛତିଶଗଡ଼ ବିଜାପୁର ଜିଲ୍ଲାର ଅବୁଝମା ଜଙ୍ଗଲରେ ସୁରକ୍ଷାକର୍ମୀ-ନକ୍ସଲ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟରେ ୮ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ସେପଟେ ନକ୍ସଲଙ୍କ ଗୁଳିମାଡରେ ଜଣେ ଯବାନ ସହିଦ ହୋଇଛନ୍ତି। ଆଉ ୨ ଜଣ ଆହତ ହୋଇଛନ୍ତି। ଆହତ ଦୁଇ ଜଣ ଯବାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.