ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ନୂଆ ସରକାରରେ କାହାକୁ ମିଳିଲା କେଉଁ ବିଭାଗ ?

0

ଭୁବନେଶ୍ବର: ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ ହେଲା। ନିଜ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ, ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ। ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓଙ୍କୁ ମିଳିଲା କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି ବଭାଗ।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପାଇଲେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ପର୍ଯ୍ୟଟନ। ସେହିପରି ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି..

କ୍ୟାବିନେଟ୍ ମନ୍ତ୍ରୀ
୧) ସୁରେଶ ପୂଜାରୀ – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା
୨) ରବି ନାରାୟଣ ନାୟକ – ଗ୍ରାମ ଉନ୍ନୟନ. ପଞ୍ଚାୟତରାଜ ଓ ପାନୀୟଜଳ
୩) ନିତ୍ୟାନନ୍ଦ ଗଣ୍ଡ – ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ଶସକ୍ତକରଣ
୪) କୃଷ୍ଣଚନ୍ଦ୍ର ପାତ୍ର – ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ
୫) ପୃଥ୍ୱୀରାଜ ହରିଚନ୍ଦନ – ଆଇନ୍‌, ପୁତ୍ତ ଓ ଅବକାରୀ
୬) ଡ. ମୁକେଶ ମହାଲିଙ୍ଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ
୭) ବିଭୁତି ଭୁଷଣ ଜେନା – ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି
୮) ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର – ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ

ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ
୧) ଗଣେଶ ରାମ ସିଂ ଖୁଣ୍ଟିଆ – ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା
୨) ସୂର୍ଯ୍ୟବଂଶୀ ସୂରଜ – ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
୩) ପ୍ରଦୀପ ବଳସମାନ୍ତ – ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ
୪) ଗୋକୁଳାନନ୍ଦ ମଲ୍ଲିକ – ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ
୫) ସମ୍ପଦ ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

Leave A Reply

Your email address will not be published.