ଭୁବନେଶ୍ବର: ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ ହେଲା। ନିଜ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ, ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ। ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓଙ୍କୁ ମିଳିଲା କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି ବଭାଗ।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପାଇଲେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ପର୍ଯ୍ୟଟନ। ସେହିପରି ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି..
କ୍ୟାବିନେଟ୍ ମନ୍ତ୍ରୀ
୧) ସୁରେଶ ପୂଜାରୀ – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା
୨) ରବି ନାରାୟଣ ନାୟକ – ଗ୍ରାମ ଉନ୍ନୟନ. ପଞ୍ଚାୟତରାଜ ଓ ପାନୀୟଜଳ
୩) ନିତ୍ୟାନନ୍ଦ ଗଣ୍ଡ – ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ଶସକ୍ତକରଣ
୪) କୃଷ୍ଣଚନ୍ଦ୍ର ପାତ୍ର – ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ
୫) ପୃଥ୍ୱୀରାଜ ହରିଚନ୍ଦନ – ଆଇନ୍, ପୁତ୍ତ ଓ ଅବକାରୀ
୬) ଡ. ମୁକେଶ ମହାଲିଙ୍ଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ
୭) ବିଭୁତି ଭୁଷଣ ଜେନା – ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି
୮) ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର – ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ
ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ
୧) ଗଣେଶ ରାମ ସିଂ ଖୁଣ୍ଟିଆ – ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା
୨) ସୂର୍ଯ୍ୟବଂଶୀ ସୂରଜ – ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
୩) ପ୍ରଦୀପ ବଳସମାନ୍ତ – ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ
୪) ଗୋକୁଳାନନ୍ଦ ମଲ୍ଲିକ – ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ
୫) ସମ୍ପଦ ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା