ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ନୂଆ ସରକାରରେ କାହାକୁ ମିଳିଲା କେଉଁ ବିଭାଗ ?

0

ଭୁବନେଶ୍ବର: ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ ହେଲା। ନିଜ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ, ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ। ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓଙ୍କୁ ମିଳିଲା କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି ବଭାଗ।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପାଇଲେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ପର୍ଯ୍ୟଟନ। ସେହିପରି ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି..

କ୍ୟାବିନେଟ୍ ମନ୍ତ୍ରୀ
୧) ସୁରେଶ ପୂଜାରୀ – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା
୨) ରବି ନାରାୟଣ ନାୟକ – ଗ୍ରାମ ଉନ୍ନୟନ. ପଞ୍ଚାୟତରାଜ ଓ ପାନୀୟଜଳ
୩) ନିତ୍ୟାନନ୍ଦ ଗଣ୍ଡ – ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ଶସକ୍ତକରଣ
୪) କୃଷ୍ଣଚନ୍ଦ୍ର ପାତ୍ର – ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ
୫) ପୃଥ୍ୱୀରାଜ ହରିଚନ୍ଦନ – ଆଇନ୍‌, ପୁତ୍ତ ଓ ଅବକାରୀ
୬) ଡ. ମୁକେଶ ମହାଲିଙ୍ଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ
୭) ବିଭୁତି ଭୁଷଣ ଜେନା – ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି
୮) ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର – ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ

ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ
୧) ଗଣେଶ ରାମ ସିଂ ଖୁଣ୍ଟିଆ – ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା
୨) ସୂର୍ଯ୍ୟବଂଶୀ ସୂରଜ – ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
୩) ପ୍ରଦୀପ ବଳସମାନ୍ତ – ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ
୪) ଗୋକୁଳାନନ୍ଦ ମଲ୍ଲିକ – ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ
୫) ସମ୍ପଦ ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

Leave A Reply

Your email address will not be published.